ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ହେତୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ହେତୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ହେତୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ହେତୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖା ଦେଇଛି । ଜଳେଶ୍ୱର ରାଜଘାଟରେ ବିପଦ ସଙ୍କେତ ୧୦.୩୬ ମିଟର ଟପିଥିବା ବେଳେ ଆଜି ସକାଳ ସୁଦ୍ଧା ବନ୍ୟାପାଣି ସତର୍କ ସଙ୍କେତ ଟପି, ବିପଦ ସଙ୍କେତ ୧୦.୩୬ମିଟର ଉପରେ ପ୍ରବାହିତ ହେଉଛି । ଏହାକୁ ନେଇ ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା ଦେଖାଦେଇଛି । ଏହାକୁ ନେଇ ଲୋକଙ୍କ ଚିନ୍ତା ବଢୁଛି ।