୧୨ ଜିଲାକୁ ସତର୍କ ସୂଚନା

୧୨ ଜିଲାକୁ ସତର୍କ ସୂଚନା

୧୨ ଜିଲାକୁ ସତର୍କ ସୂଚନା
ଭୁବନେଶ୍ବର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାହରେ ରାଜ୍ୟର କେତକ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ନୟାଗଡ. , ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର , କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ ୧୨ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।