୨୪ ଘଣ୍ଟାରେ ୭୫ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୧୩୩

୨୪ ଘଣ୍ଟାରେ ୭୫ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୧୩୩

୨୪ ଘଣ୍ଟାରେ ୭୫ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୧୩୩
ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ୪୩ ଲକ୍ଷର ନିକଟତର ହୋଇଛି ଆକ୍ରାନ୍ତଙ୍କ ସଂଖ୍ୟା । ୭୫୮୦୯ ନୂତନ ଆକ୍ରାନ୍ତଙ୍କ ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୮୦ ହଜାର ୪୨୩ରେ ପହଞ୍ଚିଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ଘଟିଛି । ୧୧୩୩ ମୃତକଙ୍କୁ ମିଶାଇ ଦେଶରେ ମୃତକଙ୍କ ସଂଖ୍ୟା ୭୨୭୭୫ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଲକ୍ଷ ୨୩ ହଜାର ୯୫୧ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୬୯୭ ରହିଛି ।