୨୪ରେ ବିଜେଡି ବିଧାୟକ ଦଳ ବୈଠକ

୨୪ରେ ବିଜେଡି ବିଧାୟକ ଦଳ ବୈଠକ

୨୪ରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର:ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ । ଏହା ପୂର୍ବରୁ ଆସନ୍ତା ୨୪ ତାରିଖ ଅପରାହ୍ନ ୫ଟା ୩୦ ମିନିଟରେ ଓଡିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ । ବୈଠକରେ ସମସ୍ତ ବିଧାକୟ ଯୋଗଦେବା ନିମନ୍ତେ ସରକାରୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି ।