୨୯ ଜିଲ୍ଲାରୁ ୧୪୯୯ ପଜିଟିଭ୍ : ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ପାର
୨୯ ଜିଲ୍ଲାରୁ ୧୪୯୯ ପଜିଟିଭ୍ : ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ପାର
admin
Jul 31, 2020 - 05:53
Updated: Jul 31, 2020 - 05:53
ଭୁବନେଶ୍ୱର : ଶୁକ୍ରବାର ରାଜ୍ୟରେ ୧୪୯୯ ଜଣ ନଳ୍ପଚ୍ଛନ କରୋନା ଆକ୍ରାନ୍ତ ଚିହ୍ନଟ ହେବ ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ପାର କରିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଏବଂ ୫୮୫ ଜଣ ସ୍ଥାନୀୟ ଆକ୍ରାନ୍ତ ବୋଲି ଜଚ୍ଚାପଡିଛି । ସେହିପରି ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଙ୍କିଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୭ରେ ପହଞ୍ଚିଛି । ଅନୁଗୁଳଜିଲ୍ଲାରୁ ୨୫ ଜଣ, ବାଲେଶ୍ବର ଜିଲ୍ଲାରୁ ୩୭ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୯ ଜଣ, କଟକ ଜିଲ୍ଲାରୁ ୨୮ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୨ ଜଣ, ଗଜପତି ଜିଲ୍ଲାରୁ ୯୭ ଜଣ, ଗଞ୍ଜାମ ଜିଲ୍ଲାରୁ ୩୬୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୪ ଜଣ, କନ୍ଧମାଳ ଜିଲ୍ଲାରୁ ୫୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ ଜଣ, କୋରାପୁଟ ଜିଲ୍ଲାରୁ ୮୧ ଜଣ, ମାଲକାନଗିରି ଜିଲ୍ଲାରୁ ୨୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ ଜଣ, ନୟାଗଡ ଜିଲ୍ଲାରୁ ୬୭ ଜଣ, ନୂଆପଡା ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୩୬ ଜଣ, ରାୟଗଡା ଜିଲ୍ଲାରୁ ୪୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।