୩ ବିଜେଡି ନେତାଙ୍କୁ ନୂଆ ଦାୟିତ୍ୱ

୩ ବିଜେଡି ନେତାଙ୍କୁ ନୂଆ ଦାୟିତ୍ୱ

୩ ବିଜେଡି ନେତାଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର: ବିଜେଡିର ୩ ଜଣ ନେତାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ସେମାନେ ହେଲେ ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାଶବର୍ମା ଓ ପ୍ରତାପକେଶରୀ ଦେବ । ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ ସଂଗଠନ ଦାୟିତ୍ୱ ଦିଆଯାଇଥିବାବେଳେ ସଞ୍ଜୟ ଦାସବର୍ମାଙ୍କୁ ସାଧାଧାରଣ ସମ୍ପାଦକ ମୁଖ୍ୟାଳୟ ଦାୟିତ୍ୱ ଦିଆଯାଇଛି । ସେହିପରି ପ୍ରତାପ କେଶରୀ ଦେବଙ୍କୁ ରିଟର୍ଣ୍ଣିଂ ଅଫିସରଭାବେ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି