୩ଟା ସୁଦ୍ଧା ରାଜ୍ୟରେ ୫୩ ପ୍ରତିଶତ ମତଦାନ

୩ଟା ସୁଦ୍ଧା ରାଜ୍ୟରେ ୫୩ ପ୍ରତିଶତ ମତଦାନ

୩ଟା ସୁଦ୍ଧା ରାଜ୍ୟରେ ୫୩ ପ୍ରତିଶତ ମତଦାନ
ଭୁବନେଶ୍ୱର : ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଅପରାହ୍ନ ୩ ଟା ସୁଦ୍ଧା ରାଜ୍ୟରେ ୫୩ ପ୍ରତିଶତ ମତଦାନ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହା ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ୬ ଲୋକ ସଭା ଓ ୪୧ ବିଧାନସଭା ଆସନ ପାଇଁ ୧୦ ହଜାର ୭୯୨ ବୁଥ୍‌ରେ ୯୫ ଲକ୍ଷ ୬୫୩ ଜଣ ଭୋଟର ସେମାନଙ୍କ ମତସାବ୍ୟସ୍ତ କରି ଯୋଗ୍ୟ ପ୍ରାର୍ଥୀ ଚୟନ କରିବେ।