୫ ଜିଲ୍ଲାକୁ ସତର୍କ ସୂଚନା

୫ ଜିଲ୍ଲାକୁ ସତର୍କ ସୂଚନା

୫ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଆଜି ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମଧ୍ୟ ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ।